Advertisment

ବିରଳ ମହାଜାଗତିକ ଦୃଶ୍ୟ ! ଜୁନ ୧୫ ଯାଏଁ ଚନ୍ଦ୍ର ପାଖରେ ଦିଶିବ ଶୁକ୍ର

ପ୍ରତିଦିନ ସନ୍ଧ୍ୟାରେ ପ୍ରାୟ ୨ ଘଣ୍ଟା ଶୁକ୍ରକୁ ପଶ୍ଚିମ ଆକାଶରେ ଦେଖିହେବ । ଆକାଶ ନିର୍ମଳ ଥିଲେ ସନ୍ଧ୍ୟା ୬ଟା ୩୦ରୁ ୯ଟା ୧୫ ଯାଏଁ ଦେଖିହେବ ।

ଅଦ୍ୟତନ ହୋଇଛି
Rare Cosmic Event: 5 Planets Alignment 2023

Moon - Venus

Advertisment

କାଲିଠାରୁ ଚନ୍ଦ୍ର ପାଖରେ ଦିଶିବ ଶୁକ୍ର। ଜୁନ ୧୫ ଯାଏଁ ଚନ୍ଦ୍ରର ଅତି ନିକଟରୁ ଦେଖାଯିବ ଶୁକ୍ର। ପ୍ରତିଦିନ ସନ୍ଧ୍ୟାରେ ପ୍ରାୟ ୨ ଘଣ୍ଟା ଶୁକ୍ରକୁ ପଶ୍ଚିମ ଆକାଶରେ ଦେଖିହେବ। ଆକାଶ ନିର୍ମଳ ଥିଲେ ସନ୍ଧ୍ୟା ୬ଟା ୩୦ରୁ ୯ଟା ୧୫ ଯାଏଁ ଦେଖିହେବ । ଏହି ମହାଜାଗତିକ ଦୃଶ୍ୟ ଦେଖିବାକୁ ପ୍ଲାନେଟାରିୟମ ପକ୍ଷରୁ ବ୍ୟବସ୍ଥା ହୋଇଛି । ଆସନ୍ତାକାଲି ସନ୍ଧ୍ୟା ୬ଟା ୩୦ରୁ ୮ଟା ଯାଏଁ ଶୁକ୍ର ଗ୍ରହକୁ ଦେଖିବାର ବ୍ୟବସ୍ଥା କରାଯାଇଛି । 

Advertisment

Venus
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ