/odishatv-khabar/media/post_attachments/uploadimage/library/16_9/16_9_0/IMAGE_1698895494.jpg)
Maheswar Mohanty
ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଗୁରୁତର ଭାବେ ଅସୁସ୍ଥ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚାଲିଛି ଚିକିତ୍ସା । ଗତ ୩୧ ତାରିଖରେ ସେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମେଡିକାଲକୁ ଅଣା ଯାଇଥିଲା ।
Advertisment
ମାଇଲଡ୍ ବ୍ରେନ୍ ଷ୍ଟ୍ରୋକ୍ ହେବା ପରେ ତାଙ୍କୁ ଭେଣ୍ଟିଲେଟରରେ ରଖି ଚିକିତ୍ସା କରା ଯାଉଥିବା ସୂଚନା ମିଳିଛି । ଗତ ଦୁଇ ଦିନ ଧରି ତାଙ୍କ ଚିକିତ୍ସା ଚାଲିଛି । ପୁରୀର ପୂର୍ବତନ ବିଧାୟକ ଥିଲେ ମହେଶ୍ବର ମହାନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)