Advertisment

ପୂର୍ବତନ ପୁରୀ ବିଧାୟକ ମହେଶ୍ବର ମହାନ୍ତି ଅସୁସ୍ଥ

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଗୁରୁତର ଭାବେ ଅସୁସ୍ଥ । ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଚାଲିଛି ଚିକିତ୍ସା ।

ଅଦ୍ୟତନ ହୋଇଛି
Ex-Odisha Speaker Maheswar Mohanty unwell

Maheswar Mohanty

Advertisment

ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଗୁରୁତର ଭାବେ ଅସୁସ୍ଥ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚାଲିଛି ଚିକିତ୍ସା । ଗତ ୩୧ ତାରିଖରେ ସେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମେଡିକାଲକୁ ଅଣା ଯାଇଥିଲା ।

Advertisment

ମାଇଲଡ୍ ବ୍ରେନ୍ ଷ୍ଟ୍ରୋକ୍ ହେବା ପରେ ତାଙ୍କୁ ଭେଣ୍ଟିଲେଟରରେ ରଖି ଚିକିତ୍ସା କରା ଯାଉଥିବା ସୂଚନା ମିଳିଛି । ଗତ ଦୁଇ ଦିନ ଧରି ତାଙ୍କ ଚିକିତ୍ସା ଚାଲିଛି । ପୁରୀର ପୂର୍ବତନ ବିଧାୟକ ଥିଲେ ମହେଶ୍ବର ମହାନ୍ତି । 

Odisha Puri
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ