/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696312086.jpg)
Lokseba Bhawan
ଭୁବନେଶ୍ୱର ଲୋକସେବା ଭବନରେ ନିଆଁ ଲାଗିଛି । ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାରେ ନିଆଁ ଲାଗିଥିବାର ସୂଚନା ମିଳିଛି । ନିଆଁଲିଭା କାର୍ଯ୍ୟରେ ଅଗ୍ନିଶମ ବିଭାଗ ନିୟୋଜିତ ରହିଛନ୍ତି । ସଟ୍ ସର୍କିଟ କାରଣରୁ ନିଆଁ ଲାଗିଥିବା କୁହାଯାଉଛି ।
Advertisment
#ଲୋକସେବା_ଭବନରେ_ନିଆଁ
ଭୁବନେଶ୍ୱର ଲୋକସେବା ଭବନରେ ନିଆଁ ଲାଗିଛି..ରାଜସ୍ୱ ବିଭାଗ କୋଠାରେ ନିଆଁ ଲାଗିଥିବା ସୂଚନା#Odisha#OTVpic.twitter.com/VQD5Gx9VbA— ଓଟିଭି (@otvkhabar) October 3, 2023
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡରେ କୌଣସି କାଗଜପତ୍ର ନଷ୍ଟ ହୋଇନି । ରାଜସ୍ୱ ବିଭାଗ ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ ଏନେଇ ସୂଚନା ଦେଇଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)