ଅଦ୍ୟତନ ହୋଇଛି
Lokseba Bhawan
Advertisment
ଭୁବନେଶ୍ୱର ଲୋକସେବା ଭବନରେ ନିଆଁ ଲାଗିଛି । ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାରେ ନିଆଁ ଲାଗିଥିବାର ସୂଚନା ମିଳିଛି । ନିଆଁଲିଭା କାର୍ଯ୍ୟରେ ଅଗ୍ନିଶମ ବିଭାଗ ନିୟୋଜିତ ରହିଛନ୍ତି । ସଟ୍ ସର୍କିଟ କାରଣରୁ ନିଆଁ ଲାଗିଥିବା କୁହାଯାଉଛି ।
Advertisment
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡରେ କୌଣସି କାଗଜପତ୍ର ନଷ୍ଟ ହୋଇନି । ରାଜସ୍ୱ ବିଭାଗ ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ ଏନେଇ ସୂଚନା ଦେଇଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696312086.jpg)