/odishatv-khabar/media/post_attachments/uploadimage/library/16_9/16_9_0/IMAGE_1689245561.jpg)
Bhubaneswar House Owner
ରାଜଧାନୀର ଘର ମାଲିକ ସାବଧାନ୍ ! ବାସସ୍ଥାନ ଉଦ୍ଦେଶ୍ୟରେ ଘର କରି ତାକୁ ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହାର କଲେ ଘର ମାଲିକ ଗଣିବେ ତଣ୍ଡ । ସହରିଆଙ୍କୁ ତାଗିଦ୍ କରିବା ପାଇଁ ବିଏମସି ଏଭଳି ଆଭିମୁଖ୍ୟ ଗ୍ରହଣ କରିଛି। ହୋଲଡିଂ ଟିକସ ଏବଂ ଟ୍ରେଡ ଲାଇସେନ୍ସ ସମୟ ଅନୁସାରେ ପୈଠ କରିବା ପାଇଁ କମିଶନରଙ୍କ ପକ୍ଷରୁ ସ୍ମାର୍ଟ ସିଟି ବାସିନ୍ଦାଙ୍କୁ ଅନୁରୋଧ କରାଯାଇଛି । ବାସ ଉଦ୍ଦେଶ୍ୟରେ ଘର କରି ବହୁ ଲୋକ ସେଠାରେ ବ୍ୟବସାୟ କରୁଥିବା ନଜିର ରହିଛି। ତେବେ ଏଭଳି କଡ଼ା ନିୟମ ପରେ ସେମାନେ କ’ଣ କରୁଛନ୍ତି ଦେଖିବାକୁ ବାକି ରହିଲା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)