Advertisment

ଜୟନ୍ତ କୁମାର ହାଲଦାର, ଉପାନ୍ତ ମାଲକାନଗିରି ଅଂଚଳରୁ ଇସ୍ରୋ ବୈଜ୍ଞାନିକ

ଜୟନ୍ତ କେରଳ ଥିରୁଅନନ୍ତପୁରମ୍ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍ ବିଭାଗରେ ବରିଷ୍ଠ ବୈଜ୍ଞାନିକ ଭାବେ କାମ କରୁଥିବା ବେଳେ ଚନ୍ଦ୍ରଯାନ ୩ ପ୍ରକଳ୍ପରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ।

Jayant kumar Scientist

Jayant kumar Scientist

Advertisment

ଉପାନ୍ତ ମାଲକାନଗିରି ଅଂଚଳରୁ ଇସ୍ରୋ ବୈଜ୍ଞାନିକ। ଚନ୍ଦ୍ରଯାନ ୩ ପ୍ରକଳ୍ପରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ କୁମାର ହାଲଦାର। ଜୟନ୍ତ କେରଳ ଥିରୁଅନନ୍ତପୁରମ୍ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍ ବିଭାଗରେ ବରିଷ୍ଠ ବୈଜ୍ଞାନିକ ଭାବେ କାମ କରୁଥିବା ବେଳେ ଚନ୍ଦ୍ରଯାନ ୩ ପ୍ରକଳ୍ପରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ।

Advertisment

୨୦୧୨ରେ ଏରୋସ୍ପେସ ଇଂଜିନିୟରିଂରେ ବିଟେକ୍ ଡିଗ୍ରୀ ହାସଲ କରିବା ପରେ ଜୟନ୍ତ ଇସ୍ରୋରେ ଯୁବ ବୈଜ୍ଞାନିକ ଭାବେ କାମ କରିବାର ସୁଯୋଗ ପାଇଥିଲେ। ୨୦୧୮ ପର୍ଯ୍ୟନ୍ତ ଶ୍ରୀହରିକୋଟା ଉତକ୍ଷେପଣ କେନ୍ଦ୍ରରେ କ୍ରାୟୋଜେନିକ୍ ପ୍ରୋପେଲର ବିଭାଗରେ କାମ କରୁଥିଲେ। ତା ପରଠାରୁ ସେ ଏବେ ବିକ୍ରମ ସାରାଭାଇ ସ୍ପେସ୍ ସେଣ୍ଟରରେ ବରିଷ୍ଠ ମେକାନିକ୍ସ ବୈଜ୍ଞାନିକ ଭାବେ କାର୍ଯ୍ୟରତ ଅଛନ୍ତି। ପୁଅ ଏବେ କର୍ମ କ୍ଷେତ୍ରରେ ଥିବା ବେଳେ ଏବେ ତାଙ୍କୁ ନେଇ ପରିବାର ଲୋକଙ୍କଠାରୁ ଆରମ୍ଭ କରି ସ୍ଥାନୀୟ ବାସିନ୍ଦା ସମସ୍ତେ ଗର୍ବ ଅନୁଭବ କରୁଛନ୍ତି ।

Advertisment

ISRO
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ