/odishatv-khabar/media/post_attachments/uploadimage/library/16_9/16_9_0/IMAGE_1684919042.jpg)
Mo Bus Service
ପ୍ରତି ପଞ୍ଚାୟତରେ ଗଡ଼ିବ ‘ମୋ ବସ୍’। ବ୍ଲକ୍ ମୁଖ୍ୟାଳୟରୁ ପ୍ରତି ପଞ୍ଚାୟତକୁ ଚାଲିବ ‘ମୋ ବସ୍’ । ଏନେଇ ସୂଚନା ଦେଲେ ପରିବହନ ସଚିବ ଊଷା ପାଢ଼ୀ । ସେ କହିଛନ୍ତି ଯେ, ଲକ୍ଷ୍ମୀ ସ୍କିମ୍ରେ ଗ୍ରାମାଞ୍ଚଳକୁ ଦିଆଯିବ ପରିବହନ ସୁବିଧା । ପ୍ରଥମ ଫେଜ୍ରେ ପାଇଲଟ ପ୍ରୋଜେକ୍ଟରେ ୬ଟି ଜିଲ୍ଲାରେ ଚାଲିବ । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ଚାଲିବ ମୋ ବସ୍ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)