Advertisment

ଏଣିକି ପ୍ରତି ପଞ୍ଚାୟତରେ ଗଡ଼ିବ ‘Mo Bus’

ବ୍ଲକ୍‌ ମୁଖ୍ୟାଳୟରୁ ପ୍ରତି ପଞ୍ଚାୟତକୁ ଚାଲିବ ‘ମୋ ବସ୍‌’ ।

 Mo Bus Service

Mo Bus Service

Advertisment

ପ୍ରତି ପଞ୍ଚାୟତରେ ଗଡ଼ିବ ‘ମୋ ବସ୍‌’। ବ୍ଲକ୍‌ ମୁଖ୍ୟାଳୟରୁ ପ୍ରତି ପଞ୍ଚାୟତକୁ ଚାଲିବ ‘ମୋ ବସ୍‌’ । ଏନେଇ ସୂଚନା ଦେଲେ ପରିବହନ ସଚିବ ଊଷା ପାଢ଼ୀ । ସେ କହିଛନ୍ତି ଯେ, ଲକ୍ଷ୍ମୀ ସ୍କିମ୍‌ରେ ଗ୍ରାମାଞ୍ଚଳକୁ ଦିଆଯିବ ପରିବହନ ସୁବିଧା । ପ୍ରଥମ ଫେଜ୍‌ରେ ପାଇଲଟ ପ୍ରୋଜେକ୍ଟରେ ୬ଟି ଜିଲ୍ଲାରେ ଚାଲିବ । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ଚାଲିବ ମୋ ବସ୍‌ ।

Advertisment
Mo Bus Service
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ