Advertisment

ଘଣ୍ଟାକ ଭିତରେ ଧବଳେଶ୍ୱର ମନ୍ଦିର ଦ୍ୱାର ଖୋଲିବାକୁ ନିର୍ଦ୍ଦେଶ

ଘଣ୍ଟାକ ମଧ୍ୟରେ ମନ୍ଦିର ଦ୍ୱାର ନ ଖୋଲିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କଡ଼ା ନିର୍ଦ୍ଦେଶ ଦେଲେ ଆଠଗଡ଼ ଉପଜିଲ୍ଲାପାଳ।

author-image
Santosh Kumar Sahoo
Dhabaleswar Temple

Dhabaleswar Temple

ଘଣ୍ଟାକ ଭିତରେ ଧବଳେଶ୍ୱର ମନ୍ଦିର ଦ୍ୱାର ଖୋଲିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ସହ ନୋଟିସ୍ ଲଗାଇଲେ ଆଠଗଡ଼ ଉପଜିଲ୍ଲାପାଳ। ଘଣ୍ଟାକ ମଧ୍ୟରେ ମନ୍ଦିର ଦ୍ୱାର ନ ଖୋଲିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କଡ଼ା ନିର୍ଦ୍ଦେଶ ଦେଲେ ଆଠଗଡ଼ ଉପଜିଲ୍ଲାପାଳ। ପୂଜା ନୀତି ବନ୍ଦ ଯୋଗୁଁ ଶ୍ରଦ୍ଧାଳୁ ସକାଳ ୧୦ରୁ ଦର୍ଶନ କରିପାରୁ ନାହାନ୍ତି। ବ୍ୟାରିକେଡ୍ ବ୍ୟବସ୍ଥାକୁ ବିରୋଧ କରି ଧାରଣା ଦେଇଛନ୍ତି ପୂଜକ।

Advertisment

Odisha Cuttack Dhabaleswar Temple
Advertisment
Advertisment