Dhabaleswar Temple
Advertisment
ଘଣ୍ଟାକ ଭିତରେ ଧବଳେଶ୍ୱର ମନ୍ଦିର ଦ୍ୱାର ଖୋଲିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ସହ ନୋଟିସ୍ ଲଗାଇଲେ ଆଠଗଡ଼ ଉପଜିଲ୍ଲାପାଳ। ଘଣ୍ଟାକ ମଧ୍ୟରେ ମନ୍ଦିର ଦ୍ୱାର ନ ଖୋଲିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କଡ଼ା ନିର୍ଦ୍ଦେଶ ଦେଲେ ଆଠଗଡ଼ ଉପଜିଲ୍ଲାପାଳ। ପୂଜା ନୀତି ବନ୍ଦ ଯୋଗୁଁ ଶ୍ରଦ୍ଧାଳୁ ସକାଳ ୧୦ରୁ ଦର୍ଶନ କରିପାରୁ ନାହାନ୍ତି। ବ୍ୟାରିକେଡ୍ ବ୍ୟବସ୍ଥାକୁ ବିରୋଧ କରି ଧାରଣା ଦେଇଛନ୍ତି ପୂଜକ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700826395.jpg)