Advertisment

ବାଲୁକା କଳାରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା, ୫୬ ଫୁଟ୍‌ର ବିଶ୍ୱକପ୍ ଟ୍ରଫି

ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ୫୬ ଫୁଟ୍ ଲମ୍ବର ଏକ ବିରାଟକାୟ ବିଶ୍ୱକପ୍ ଟ୍ରଫି ପ୍ରତିକୃତୀ ନିର୍ମାଣ କରିବା ସହ ଟିମ୍ ଇଣ୍ଡିଆକୁ ଶୁଭେଛା ଜଣାଇଛନ୍ତି।

author-image
Santosh Kumar Sahoo
Sand Art

Sand Art

ଦିନକ ପରେ କ୍ରିକେଟ୍ ବିଶ୍ୱକପ୍ ଫାଇନାଲ୍ । ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ଫାଇନାଲ୍ ଫାଇଟ୍। ଏଥିପାଇଁ ଫ୍ୟାନଙ୍କ ମଧ୍ୟରେ ବଢ଼ି ଚାଲିଛି ଉତ୍କଣ୍ଠା। ରୋହିତ ବ୍ରିଗେଡ୍ ଫୁଲ୍ ଫର୍ମରେ ଥିବାରୁ ପ୍ରତ୍ୟେକ ଭାରତୀୟଙ୍କ ଆଶା । ଏଥର ଆମ ହାତକୁ ଆସିବ ୱାର୍ଲଡ କପ୍ । ଏହି ଆଶା, ବିଶ୍ୱାସ ଆଉ ଭରସାକୁ ରଖି ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ୫୬ ଫୁଟ୍ ଲମ୍ବର ଏକ ବିରାଟକାୟ ବିଶ୍ୱକପ୍ ଟ୍ରଫି ପ୍ରତିକୃତୀ ନିର୍ମାଣ କରିବା ସହ ଟିମ୍ ଇଣ୍ଡିଆକୁ ଶୁଭେଛା ଜଣାଇଛନ୍ତି।

Advertisment
Puri Sudarsan Pattnaik Sand Art
Advertisment
Advertisment