/odishatv-khabar/media/post_attachments/uploadimage/library/16_9/16_9_0/Srimandir_1696863717.jpg)
Srimandir
ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା । ନଚେତ୍ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା। ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଜାନୁୟାରୀ 1 ତାରିଖରୁ କଡାକଡି ଭାବେ ଲାଗୁ ହେବ ଏହି ନିର୍ଦ୍ଦେଶ। ଆସନ୍ତାକାଲି ଠାରୁ ଭକ୍ତ ମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ କରିବ ସଚେତନତା । ଜାନୁଆରୀ 1 ତାରିଖରୁ ସିଂହଦ୍ୱାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକକୁ କରିବେ ତଦାରଖ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)