Advertisment

ଶ୍ରୀମନ୍ଦିର ଗଲେ କ'ଣ ପିନ୍ଧିବେ ?

ଜାନୁଆରୀ 1 ତାରିଖରୁ ସିଂହଦ୍ୱାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକକୁ କରିବେ ତଦାରଖ ।

Srimandir

Srimandir

Advertisment

ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା । ନଚେତ୍ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା। ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଜାନୁୟାରୀ 1 ତାରିଖରୁ କଡାକଡି ଭାବେ ଲାଗୁ ହେବ ଏହି ନିର୍ଦ୍ଦେଶ। ଆସନ୍ତାକାଲି ଠାରୁ ଭକ୍ତ ମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ କରିବ ସଚେତନତା । ଜାନୁଆରୀ 1 ତାରିଖରୁ ସିଂହଦ୍ୱାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକକୁ କରିବେ ତଦାରଖ ।

Advertisment

Srimandir Lord Jagannath
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ