• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଥିବା ବେଳେ ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ଓ ନରେନ୍ଦ୍ର ପୁଷ୍କରଣୀରେ ଚାଲିଛି ତିଳତର୍ପଣ। କାହିଁ କେତେ ଦୂରରୁ ଆସି ଶ୍ରଦ୍ଧାଳୁମାନେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରୁଛନ୍ତି। ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପିତୃପୁରୁଷଙ୍କୁ ତିଳ ତର୍ପଣ ଓ ତିଥି ଅନୁଯାୟୀ ପିଣ୍ଡଦାନ କରାଯାଇଥାଏ।

 

OTV is now on Whatsapp

Join and get latest news update delivered to you via whatsapp

Join Now