Advertisment

ପୁଣି କଂଗ୍ରେସର ହାତ ଧରିଲେ ଗମାଙ୍ଗ ପରିବାର

ଦିଲ୍ଲୀରେ ପୁଣି କଂଗ୍ରେସ ହାତ ଧରିଛନ୍ତି ଗମାଙ୍ଗ ପରିବାର । ଅଜୟ ମାକେନ, ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସାମିଲ ହେଲେ । ପୂର୍ବତନ ସାଂସଦ ସଂଜୟ ଭୋଇ ବି କଂଗ୍ରେସକୁ ଫେରିଲେ ।

ଅଦ୍ୟତନ ହୋଇଛି
Giridhara Gamango

Giridhara Gamango

Advertisment

ପୁଣି କଂଗ୍ରେସରେ ଯୋଗଦେଲେ ଗିରିଧର ଗମାଙ୍ଗ ପରିବାର । AICC ତରଫରୁ ସବୁଜ ସଙ୍କେତ ମିଳିବା ସହ ପିସିସି ସଭାପତିଙ୍କ ସହ ପୂର୍ବରୁ ଆଲୋଚନା ସରିଥିଲା । ଏବେ ବିଦ୍ଧିବଦ୍ଧ ଭାବେ ସେ ପୁଣି କଂଗ୍ରେସରେ ସାମିଲ ହୋଇଛନ୍ତି । ଗିରିଧର ଗମାଙ୍ଗ, ହେମା ଗମାଙ୍ଗ ଓ ଶିଶିର ଗମାଙ୍ଗ ତଥା ସମ୍ପୂର୍ଣ୍ଣ ଗମାଙ୍ଗ ପରିବାର ଏବେ କଂଗ୍ରେସକୁ ଫେରିଛନ୍ତି । 

Advertisment

ଦିଲ୍ଲୀରେ ପୁଣି କଂଗ୍ରେସ ହାତ ଧରିଛନ୍ତି ଗମାଙ୍ଗ ପରିବାର । ଅଜୟ ମାକେନ, ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସାମିଲ ହେଲେ । ପୂର୍ବତନ ସାଂସଦ ସଂଜୟ ଭୋଇ ବି କଂଗ୍ରେସକୁ ଫେରିଲେ ।

ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ଜେନା ଦଳକୁ ଫେରିବାକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି । ଖାଲି ସେତିକି ନୁହେଁ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଉଠାଯିବ ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଥିଲେ ବରିଷ୍ଠ ବିଧାୟକ ସନ୍ତୋଷ ସିଂ ସାଲୁଜା ।

Advertisment

Congress Odisha Politics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ