/odishatv-khabar/media/post_attachments/uploadimage/library/16_9/16_9_0/New_DGP_1703932664.jpg)
New DGP
ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ। ନିୟମିତ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଡିଜିପି ଭାବେ ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୦ ବ୍ୟାଚ୍ର IPS ଅଫିସର ହେଉଛନ୍ତି ଅରୁଣ । ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ । BPSPAର ନିର୍ଦ୍ଦେଶକ ସହ ଡିଜିପି ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)