Advertisment

ଅରୁଣ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଭାବେ ପୋଲିସ ଡିଜି ଦାୟିତ୍ୱ

୧୯୯୦ ବ୍ୟାଚ୍‌ର IPS ଅଫିସର ହେଉଛନ୍ତି ଅରୁଣ । ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ ।

ଅଦ୍ୟତନ ହୋଇଛି
New DGP

New DGP

Advertisment

ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ। ନିୟମିତ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଡିଜିପି ଭାବେ ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୦ ବ୍ୟାଚ୍‌ର IPS ଅଫିସର ହେଉଛନ୍ତି ଅରୁଣ । ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ । BPSPAର ନିର୍ଦ୍ଦେଶକ ସହ ଡିଜିପି ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ।

Advertisment
Odisha New DGP
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ