/odishatv-khabar/media/post_attachments/uploadimage/library/16_9/16_9_0/Voter_List_1704454226.jpg)
Voter List
ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା । ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ବୋଲି ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ।
Advertisment
୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟର ତାଲିକା ସଂଶୋଧନ କରାଯାଇଛି । ତାଲିକାରେ ରହିଛନ୍ତି ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟର । ସେଥିରୁ ଯୁବ ଭୋଟର ସଂଖ୍ୟା ୪ ଲକ୍ଷ ୭୬ ହଜାର ୯୬୯ । ତାଲିକାରୁ ୭ ଲକ୍ଷ ୧୬ ହଜାର ଭୋଟରଙ୍କୁ ବାଦ୍ ଦିଆଯାଇଛି । ମହିଳା ଭୋଟରଙ୍କ ସଂଖ୍ୟା ବଢ଼ିଛି, ହଜାରେ ପୁରୁଷରେ ୯୭୨ ମହିଳା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)