Bikram Arukha files nomination for Odisha Assembly Speaker post
ବାଚସ୍ପତି ପଦ ପାଇଁ ଆଜି ହେବ ନିର୍ବାଚନ । ଏନେଇ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି । ଶୁକ୍ରବାର ଦିନ ବିଧାୟକ ବିକ୍ରମ କେଶରୀ ଆରୁଖ ଏଥିପାଇଁ ନାମାଙ୍କନ ଦାଖଲ କରିଛନ୍ତି । ବାଚସ୍ପତି ନିର୍ବାଚନ ପାଇଁ ଆଜି ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି ।
Advertisment
ବିଧାନସଭାରେ ସମସ୍ତ ବିଧାୟକମାନଙ୍କୁ ଉପସ୍ଥିତ ରହିବା ପାଇଁ କୁହାଯାଇଛି । ତେବେ ବିଜେଡି ପାଖରେ ସଂଖ୍ୟା ଅଛି ଅନ୍ୟ କେହି ପ୍ରାର୍ଥୀ ବାଚସ୍ପତି ପଦ ପାଇଁ ନାମାଙ୍କନ କରିନାହାନ୍ତି ବିକ୍ରମ ତେଣୁ କେଶରୀ ଆରୁଖ ଆଜି ବିଧିବଦ୍ଧ ଭାବେ ନିର୍ବାଚିତ ହେବା ସହ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)