Advertisment

ଆଜି ବାଚସ୍ପତି ନିର୍ବାଚନ; ବିଧିବଦ୍ଧ ଭାବେ ନିର୍ବାଚିତ ହେବେ ବିକ୍ରମ କେଶରୀ ଆରୁଖ

ଆଜି ବାଚସ୍ପତି ନିର୍ବାଚନ । ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡକାଯାଇଥିବାର ସୂଚନା।

ଅଦ୍ୟତନ ହୋଇଛି
Bikram Arukha files nomination for Odisha Assembly Speaker post

Bikram Arukha files nomination for Odisha Assembly Speaker post

Advertisment

ବାଚସ୍ପତି ପଦ ପାଇଁ ଆଜି ହେବ ନିର୍ବାଚନ । ଏନେଇ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି । ଶୁକ୍ରବାର ଦିନ ବିଧାୟକ ବିକ୍ରମ କେଶରୀ ଆରୁଖ ଏଥିପାଇଁ ନାମାଙ୍କନ ଦାଖଲ କରିଛନ୍ତି । ବାଚସ୍ପତି ନିର୍ବାଚନ ପାଇଁ ଆଜି ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି ।

Advertisment

ବିଧାନସଭାରେ ସମସ୍ତ ବିଧାୟକମାନଙ୍କୁ ଉପସ୍ଥିତ ରହିବା ପାଇଁ କୁହାଯାଇଛି । ତେବେ ବିଜେଡି ପାଖରେ ସଂଖ୍ୟା ଅଛି ଅନ୍ୟ କେହି ପ୍ରାର୍ଥୀ ବାଚସ୍ପତି ପଦ ପାଇଁ ନାମାଙ୍କନ କରିନାହାନ୍ତି ବିକ୍ରମ ତେଣୁ କେଶରୀ ଆରୁଖ ଆଜି ବିଧିବଦ୍ଧ ଭାବେ ନିର୍ବାଚିତ ହେବା ସହ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

Bikram Keshari Arukha Odisha Assembly Speaker
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ