/odishatv-khabar/media/post_attachments/uploadimage/library/16_9/16_9_0/BJD_1724558474.jpg)
BJD
ଆଜି ବିଜେଡ଼ି ବିଧାୟକଙ୍କ ପାଠଶାଳା । ସକାଳ ୧୦ଟାରୁ ଆରମ୍ଭ ହେବ ବିଧାୟକ ପ୍ରଶିକ୍ଷଣ ଶିବିର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବେ । ଶଙ୍ଖ ଭବନରେ ବିଜେଡ଼ି ବିଧାୟକ ନେବେ ପ୍ରଶିକ୍ଷଣ । ନବ-ନିର୍ବାଚିତ ୧୮ ବିଜେଡି ବିଧାୟକଙ୍କ ସମେତ ଅନ୍ୟ ବିଧାୟକ ମାନେ ବି ତାଲିମ୍ ନେବେ ।
Advertisment
ବିଧାନସଭା ନୀତି ଓ ବିଧି ବ୍ୟବସ୍ଥା ସମ୍ପର୍କରେ ଦଳର ଅଭିଜ୍ଞ ବିଧାୟକ ଓ ନେତା ପ୍ରଶିକ୍ଷଣ ଦେବେ । ବିଧାନସଭାରେ ଗତ ୧୭ ଓ ୧୮ ତାରିଖରେ ଅୟୋଜିତ ବିଧାୟକ ପ୍ରଶିକ୍ଷଣ ଶିବିରକୁ ବିଜେପିର ଦଳୀୟ ପ୍ରଶିକ୍ଷଣ ଶିବିର ଦର୍ଶାଇ ବୟକଟ୍ କରିଥିଲା ବିଜେଡି । ତେବେ ବିଜେଡିର ଏହି ପ୍ରଶିକ୍ଷଣ ଶିବିରକୁ ନେଇ ବୟାନ ବାଜି ତେଜିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)