/odishatv-khabar/media/post_attachments/uploadimage/library/16_9/16_9_0/IMAGE_1693105558.jpg)
Sanjukta Mahala - Srikant Sahu
ବଢ଼ିଲା ବିଜେଡି ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଡ଼ୁଆ । ହାଇକୋର୍ଟ ଯାଇଛନ୍ତି ସଂଯୁକ୍ତା ମହଲା । ଏତଲା ପରେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନଥିବା ଦର୍ଶାଇ ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି । ମାମଲାରେ ୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି । ସେମାନେ ହେଲେ ବିଜେଡି ବିଧାୟକ ଶ୍ରୀକାନ୍ତ ସାହୁ, ରାଜ୍ୟ ସରକାର, ପୋଲିସ କମିଶନର, ଡିସିପି ଓ ମହିଳା ଥାନା IIC । ନିର୍ଯାତନା ଅଭିଯୋଗ ନେଇ ଥାନାରେ ଏତଲା ପରେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନଥିବାରୁ ଏନେଇ ନିର୍ଦ୍ଦେଶ ଦେବାକୁ ସେ ହାଇକୋର୍ଟରେ ଆବେଦନ କରିଥିବା ସୂଚନା ମିଳିଛି ।
Advertisment
ବଢ଼ିଲା ବିଜେଡି ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଡ଼ୁଆ । ହାଇକୋର୍ଟ ଯାଇଛନ୍ତି ସଂଯୁକ୍ତା ମହଲା । ଏତଲା ପରେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନଥିବା ଦର୍ଶାଇ ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି ।#SanjuktaMahala#SrikantSahupic.twitter.com/X05bd3sg5a
— ଓଟିଭି (@otvkhabar) August 27, 2023
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)