Advertisment

ପଞ୍ଜାବ ଲୋକ କଂଗ୍ରେସକୁ ବିଜେପିରେ ମିଶାଇଲେ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ

କିଛି ଦିନ ପୂର୍ବରୁ ସେ ନିଜେ ଗଢ଼ିଥିବା ପଞ୍ଜାବ ଲୋକ କଂଗ୍ରେସ ଦଳକୁ ବିଜେପି ସହ ମିଶାଇ ଦେଇଛନ୍ତି ।

ଅଦ୍ୟତନ ହୋଇଛି
Amarinder Singh

Amarinder Singh

Advertisment

ବିଜେପିରେ ଯୋଗଦେଲେ କ୍ୟାପ୍‌ଟେନ୍‌ ଅମରିନ୍ଦର ସିଂହ । ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ହେଉଛନ୍ତି କ୍ୟାପ୍‌ଟେନ୍‌ ଅମରିନ୍ଦର ସିଂହ । ବିଜେପି ମୁଖ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସାମିଲ ହେଲେ କ୍ୟାପ୍ଟେନ୍‌ । କିଛି ଦିନ ପୂର୍ବରୁ ସେ ନିଜେ ଗଢ଼ିଥିବା ପଞ୍ଜାବ ଲୋକ କଂଗ୍ରେସ ଦଳକୁ ବିଜେପି ସହ ମିଶାଇ ଦେଇଛନ୍ତି ।

Advertisment

ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, କିରନ ରିଜ୍ଜୁ, ବରିଷ୍ଠ ବିଜେପି ନେତା ସୁନୀଲ ଝାକର ଏବଂ ପଞ୍ଜାବ ବିଜେପି ମୁଖ୍ୟ ଅଶ୍ୱାନୀ ଶର୍ମାଙ୍କ ଉପସ୍ଥିତିରେ ଅମରିନ୍ଦର ବିଜେପି ରେ ସାମିଲ ହୋଇଛନ୍ତି । ଶ୍ରୀ ତୋମାର ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି । ଅମରିନ୍ଦର ଯୋଦେବା ପରେ ପଞ୍ଜାବରେ ବିଜେପି ଆହୁରି ସୁଦୃଢ଼ ହୋଇପାରିବ ବୋଲି ସେ କହିଛନ୍ତି । 

Advertisment

BJP Politics Amarinder Singh
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ