Satyendu Shekher Mishra

ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନବୀନଙ୍କ ସମର୍ଥନ । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ସବୁ ବିଧାୟକମାନଙ୍କୁ ନବୀନ କଲେ ଅପିଲ । ଟୁଇଟ୍ ଜରିଆରେ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକମାନଙ୍କୁ ସମର୍ଥନ କରିବାକୁ ଅପିଲ କରିଛନ୍ତି । ସର୍ବସମ୍ମତିକ୍ରମେ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ଅପିଲ । ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ ।

 

Other Stories