Naveen - Draupadi
Advertisment
ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନବୀନଙ୍କ ସମର୍ଥନ । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ସବୁ ବିଧାୟକମାନଙ୍କୁ ନବୀନ କଲେ ଅପିଲ । ଟୁଇଟ୍ ଜରିଆରେ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକମାନଙ୍କୁ ସମର୍ଥନ କରିବାକୁ ଅପିଲ କରିଛନ୍ତି । ସର୍ବସମ୍ମତିକ୍ରମେ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ଅପିଲ । ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1655899470.jpg)