Advertisment

ପଦ୍ମପୁର ଉପନିର୍ବାଚନ: ସତ୍ୟଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ

AICC ପକ୍ଷରୁ ପ୍ରେସ ରିଲିଜ ଯୋଗେ ପ୍ରାର୍ଥୀ ଘୋଷଣା କରାଯାଇଛି।

ଅଦ୍ୟତନ ହୋଇଛି
Padmapur Bypoll

Congress Candidate

Advertisment

ପଦ୍ମପୁର ଉପନିର୍ବାଚନ ପାଇଁ ସତ୍ୟଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ। AICC ପକ୍ଷରୁ ପ୍ରେସ ରିଲିଜ ଯୋଗେ ପ୍ରାର୍ଥୀ ଘୋଷଣା କରାଯାଇଛି। ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ଅନୁମୋଦନ ପରେ ପ୍ରାର୍ଥୀ ଘୋଷଣା କରାଯାଇଛି।

Advertisment

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଏନେଇ ବିଜେପି କେନ୍ଦ୍ରୀୟ ନିର୍ବାଚନ ସମିତି ପକ୍ଷରୁ ଘୋଷଣା କରାଯାଇଛି । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ପ୍ରଦୀପ ପୁରୋହିତ ପଦ୍ମପୁରର ବିଧାୟକ ଥିଲେ । ଏହାପରେ ୨୦୧୯ରେ ସେ ବିଜେଡି ପ୍ରାର୍ଥୀ ବିଜୟ ରଂଜନ ସିଂ ବରିହାଙ୍କ ଠାରୁ ଅଳ୍ପ ଭୋଟ ବ୍ୟବଧାନରେ ପରାସ୍ତ ହୋଇଥିଲେ ।

Congress AICC padmapur-bypoll
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ