/odishatv-khabar/media/post_attachments/uploadimage/library/16_9/16_9_0/Congress_1699518909.jpg)
Congress
ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନ ଭଣ୍ଡାର ମରାମତି ଦାବିରେ ଜୋର ଧରିଲା ଦାବି । ଏନେଇ ଆଜି (ଗୁରୁବାର) କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ସଙ୍କୀର୍ତ୍ତନ ସତ୍ୟାଗ୍ରହ ହେଉଛି ।
Advertisment
କଂଗ୍ରେସ ପକ୍ଷରୁ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିର ସାମ୍ନାରେ ସଂକୀର୍ତ୍ତନ ଚାଲିଛି। ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ। ଭୁବନେଶ୍ୱର କଂଗ୍ରେସ ଭବନ ସମ୍ମୁଖରେ ଚତୁର୍ଦ୍ଧାମୂର୍ତ୍ତି ରଖି ପ୍ରତିବାଦ କରୁଛନ୍ତି କଂଗ୍ରେସ କର୍ମୀ । ଗତ ଅକ୍ଟୋବର ୧୬ରେ କଂଗ୍ରେସ ବଡ଼ଦାଣ୍ଡରେ ପ୍ରତିବାଦ ରାଲି କରି ଶ୍ରୀମନ୍ଦିର ପ୍ରଶାସକଙ୍କୁ ଚାରିଦ୍ୱାର ଓ ରତ୍ନ ଭଣ୍ଡାର ଖୋଲିବା ନେଇ ଦାବି ପତ୍ର ଦେଇଥିଲେ।
୧୫ ଦିନ ବିତିଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇନଥିବାରୁ କଂଗ୍ରେସ ପକ୍ଷରୁ ଚାଲିଛି ସଂକୀର୍ତ୍ତନ ସତ୍ୟାଗ୍ରହ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)