Advertisment

ଜୋର ଧରିଲା ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବି, କଂଗ୍ରେସର ସଙ୍କୀର୍ତ୍ତନ ସତ୍ୟାଗ୍ରହ

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନ ଭଣ୍ଡାର ମରାମତି ଦାବିରେ ଜୋର ଧରିଲା ଦାବି । ଏନେଇ ଆଜି (ଗୁରୁବାର) କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ସଙ୍କୀର୍ତ୍ତନ ସତ୍ୟାଗ୍ରହ ହେଉଛି ।

ଅଦ୍ୟତନ ହୋଇଛି
Odisha Congress Holds Sankirtan Satyagraha

Congress

Advertisment

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନ ଭଣ୍ଡାର ମରାମତି ଦାବିରେ ଜୋର ଧରିଲା ଦାବି । ଏନେଇ ଆଜି (ଗୁରୁବାର) କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ସଙ୍କୀର୍ତ୍ତନ ସତ୍ୟାଗ୍ରହ ହେଉଛି ।

Advertisment

କଂଗ୍ରେସ ପକ୍ଷରୁ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିର ସାମ୍ନାରେ ସଂକୀର୍ତ୍ତନ ଚାଲିଛି। ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ। ଭୁବନେଶ୍ୱର କଂଗ୍ରେସ ଭବନ ସମ୍ମୁଖରେ ଚତୁର୍ଦ୍ଧାମୂର୍ତ୍ତି ରଖି ପ୍ରତିବାଦ କରୁଛନ୍ତି କଂଗ୍ରେସ କର୍ମୀ । ଗତ ଅକ୍ଟୋବର ୧୬ରେ କଂଗ୍ରେସ ବଡ଼ଦାଣ୍ଡରେ ପ୍ରତିବାଦ ରାଲି କରି ଶ୍ରୀମନ୍ଦିର ପ୍ରଶାସକଙ୍କୁ ଚାରିଦ୍ୱାର ଓ ରତ୍ନ ଭଣ୍ଡାର ଖୋଲିବା ନେଇ ଦାବି ପତ୍ର ଦେଇଥିଲେ।

୧୫ ଦିନ ବିତିଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇନଥିବାରୁ କଂଗ୍ରେସ ପକ୍ଷରୁ ଚାଲିଛି ସଂକୀର୍ତ୍ତନ ସତ୍ୟାଗ୍ରହ ।

Advertisment
Congress Protests Congress Protest
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ