/odishatv-khabar/media/post_attachments/uploadimage/library/16_9/16_9_0/IMAGE_1645597004.jpg)
Bhubaneswar Municipal Corporation
ଯେକୌଣସି ମୁହୂର୍ତ୍ତରେ ପୌର ର୍ନିବାଚନ ତାରିଖ ଘୋଷଣା ହୋଇପାରେ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହେବା ପରେ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ନଗର ଉନ୍ନୟନ ବିଭାଗ ଆହ୍ୱାନ କରିଛି। ଏହାସହ ବିଭାଗ ପକ୍ଷରୁ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଜଣାଯାଇଛି।
Advertisment
ପୌର ପରିଷଦ,ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ର୍ନିବାଚନ ହେବ। ରାଜ୍ୟର ୪୮ଟି ପୌର ପରିଷଦ, ୫୯ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ନିର୍ବାଚନ ହେବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)