Advertisment

ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ ପୌର ର୍ନିବାଚନ ତାରିଖ

ଯେକୌଣସି ମୁହୂର୍ତ୍ତରେ ପୋର ର୍ନିବାଚନ ତାରିଖ ଘୋଷଣା ହୋଇପାରେ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହେବା ପରେ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ନଗର ଉନ୍ନୟନ ବିଭାଗ ଆହ୍ୱାନ କରିଛି।

ଅଦ୍ୟତନ ହୋଇଛି
Bhubaneswar Municipal Corporation

Bhubaneswar Municipal Corporation

Advertisment

ଯେକୌଣସି ମୁହୂର୍ତ୍ତରେ ପୌର ର୍ନିବାଚନ ତାରିଖ ଘୋଷଣା ହୋଇପାରେ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହେବା ପରେ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ନଗର ଉନ୍ନୟନ ବିଭାଗ ଆହ୍ୱାନ କରିଛି। ଏହାସହ ବିଭାଗ ପକ୍ଷରୁ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଜଣାଯାଇଛି।

Advertisment

ପୌର ପରିଷଦ,ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ର୍ନିବାଚନ ହେବ। ରାଜ୍ୟର ୪୮ଟି ପୌର ପରିଷଦ, ୫୯ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ନିର୍ବାଚନ ହେବ।

Municipal Elections
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ