Advertisment

ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ: ବିପିନ ଗୋଷ୍ଠୀର ବାଜିମାତ୍‌

ବିପିନଙ୍କ ସମର୍ଥକଙ୍କ ବିଜୟ ଯୋଗୁଁ ବିପ୍ଳବ ପାତ୍ର ଗୋଷ୍ଠୀକୁ ଝଟ୍‌କା ଲାଗିଛି । ନିକଟରେ ବିଜେଡିରୁ ବିପିନ ପ୍ରଧାନ ନିଲମ୍ବିତ ହୋଇଥିଲେ । ଦଳବିରୋଧୀ କାର୍ଯ୍ୟ ଦର୍ଶାଇ ବିପିନଙ୍କୁ ନିଲମ୍ବିତ କରାଯାଇଥିଲା।

ଅଦ୍ୟତନ ହୋଇଛି
Digapahandi block chairman bypoll

Digapahandi block chairman bypoll

Advertisment

ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନରେ ବାଜି ମାରିଲେ ବିପିନ ଗୋଷ୍ଠୀ। ବିପିନ ପ୍ରଧାନ ଗୋଷ୍ଠୀର ଯମୁନା ନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ ଆଉ କେହି ନାମାଙ୍କନ ଦାଖଲ କରିନଥିଲେ। ଯାହାଫଳରେ ବିପିନ ଗୋଷ୍ଠୀର ଯମୁନା ନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।

Advertisment

ବିପିନଙ୍କ ସମର୍ଥକଙ୍କ ବିଜୟ ଯୋଗୁଁ ବିପ୍ଳବ ପାତ୍ର ଗୋଷ୍ଠୀକୁ ଝଟ୍‌କା ଲାଗିଛି । ନିକଟରେ ବିଜେଡିରୁ ବିପିନ ପ୍ରଧାନ ନିଲମ୍ବିତ ହୋଇଥିଲେ । ଦଳବିରୋଧୀ କାର୍ଯ୍ୟ ଦର୍ଶାଇ ବିପିନଙ୍କୁ ନିଲମ୍ବିତ କରାଯାଇଥିଲା।

Advertisment
Ganjam BJD Digapahandi Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ