/odishatv-khabar/media/post_attachments/uploadimage/library/16_9/16_9_0/IMAGE_1707972545.jpg)
Prafulla Samal
ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍ । ବିଜେଡିର ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରିର ବିଧାୟକ । ଭଦ୍ରକର ୪ଟି ସ୍ଥାନରେ ଚାଲିଛି ରେଡ୍ । ବରପଦା ଇଂଜିନିୟରିଂ କଲେଜରେ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ । କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ରେଡ୍ । ଏକକାଳୀନ ୧୦ରୁ ଅଧିକ ସ୍ଥାନରେ ଇଡିର ରେଡ୍ । ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍ ସୂଚନା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)