Advertisment

ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ED ଚଢ଼ାଉ

ବରପଦା ଇଂଜିନିୟରିଂ କଲେଜରେ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ । କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ରେଡ୍ ।

ଅଦ୍ୟତନ ହୋଇଛି
ED raids on BJD MLA Prafulla Samal

Prafulla Samal

Advertisment

ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍ । ବିଜେଡିର ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରିର ବିଧାୟକ । ଭଦ୍ରକର ୪ଟି ସ୍ଥାନରେ ଚାଲିଛି ରେଡ୍ । ବରପଦା ଇଂଜିନିୟରିଂ କଲେଜରେ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ । କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ରେଡ୍ । ଏକକାଳୀନ ୧୦ରୁ ଅଧିକ ସ୍ଥାନରେ ଇଡିର ରେଡ୍ । ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍ ସୂଚନା ।

Advertisment

BJD BJP Congress Odisha Politics ED Raid
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ