ଅଦ୍ୟତନ ହୋଇଛି
Special story
Advertisment
ମହାରାଷ୍ଟ୍ର ରାଜନୀତିରେ ବଡ଼ ଟ୍ୱିଟ୍ । ଦେବେନ୍ଦ୍ର ନୁହେଁ ମୁଖ୍ୟମନ୍ତ୍ରୀ ହେବେ ଏକନାଥ ସିନ୍ଦେ । ଆଜି ଏନେଇ ଘୋଷଣା କରିଛନ୍ତି ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡ଼ନାଭିସ୍ । ଆଜି ଏକନାଥଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ କରାଯାଇଛି ।
Advertisment
ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କୁ ଭେଟିବା ପରେ ଦେବେନ୍ଦ୍ର ଫଡନାଭିସ୍ ଏବଂ ଏକନାଥ ସିନ୍ଦେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏହି ବଡ଼ ଘୋଷଣା କରିଛନ୍ତି । ସନ୍ଧ୍ୟା ୭ଟାରେ ଏକନାଥ ସିନ୍ଦେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1656587662.jpg)