• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଓଡ଼ିଶା ଆସିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆସନ୍ତା ୧୭ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ଜାତୀୟ ଚାର୍ଟାଡ ଆକାଉଣ୍ଟଟାଣ୍ଟ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଦେଶର ଅର୍ଥନୀତି ସମ୍ପର୍କ ରେ ସୂଚନା ଦେବା ସହ ସାମ୍ବାଦିକ ସମ୍ମିଳନୀ ବି କରିବେ ।

୩ ଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମନଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ । ସମ୍ମିଳନୀରେ ୧୪ଶହରୁ ୧୫ ଶହ ଚାଟାର୍ଡ ଆକାଉଣ୍ଟାଣ୍ଟ, ACCOUNTING କମ୍ପାନୀ ସେକ୍ରେଟାରୀ ଏବଂ କର୍ପୋରେଟ ଅଫିସିଆଲ୍ ମାନେ ରହିବେ । ଅଡିଟ, GST , ଡାଇରେକ୍ଟ ଟ୍ୟାକ୍ସ କ୍ଷେତ୍ରରେ କାମ କରୁଥିବା ପେଷାଗତ ମାନଙ୍କ ପାଇଁ ଅତ୍ୟନ୍ତ ଜରୁରୀ । ଆଫ୍ରିକା, କେନିୟା, ଦୁବାଇରୁ ମଧ୍ୟ ଅତିଥି ମାନେ ଯୋଗ ଦେବେ।

  • Reported by:
  • NIRANJAN REDDY