/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700229083.jpg)
Suresh Mohapatra
ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ହେଲେ ସୁରେଶ । ସୁରେଶଙ୍କୁ ଓଇଆର୍ସି ଅଧ୍ୟକ୍ଷ ପଦରୁ ଅବ୍ୟାହତି ଦିଆଗଲା । ଗତ ଫେବ୍ରୁଆରୀ ୨୮ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଥିଲେ ସୁରେଶ ମହାପାତ୍ର । ତା’ପରେ ତାଙ୍କୁ ଓଇଆରସି ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଥିଲା ।
Advertisment
ଆର୍.ବାଲକ୍ରୀଷ୍ଣନଙ୍କୁ ସିଏମ୍ଓ ମୁଖ୍ୟ ପରାମର୍ଶଦାତା ଅତିରିକ୍ତ ଦାୟିତ୍ୱରୁ ମୁକ୍ତି ଦିଆଯାଇଛି । ସ୍ପେଶାଲ ଇନିସିଏଟିଭ୍ ମୁଖ୍ୟ ପରାମର୍ଶଦାତା ରହିବେ ଆର୍. ବାଲକ୍ରୀଷ୍ଣନ । WODC ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କୁ ମଧ୍ୟ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦିଆଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)