Advertisment

ସୁସ୍ଥ ହୋଇ ଫେରିଲେ ପୂର୍ବତନ ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ

ସେ ଗୁରୁତର ଅସୁସ୍ଥ ହୋଇ ପ୍ରଥମେ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର ହୋଇ ଚିକିତ୍ସିତ ହେଉଥିଲେ।

ଅଦ୍ୟତନ ହୋଇଛି
Former LoP Pradipta Nayak returns to Odisha following recovery from Covid after 2 years

Former LoP Pradipta Nayak returns to Odisha following recovery from Covid after 2 years

Advertisment

ସୁସ୍ଥ ହୋଇ ଓଡ଼ିଶା ଫେରିଲେ ବିଧାନସଭାର ପୂର୍ବତନ ବିରୋଧୀ ଦଳ ନେତା ତଥା ଭବାନୀପାଟଣା ସଦର ବିଧାୟକ ପ୍ରଦୀପ୍ତ କୁମାର ନାୟକ। କୋଭିଡ୍ ସମୟରେ ସେ ଗୁରୁତର ଅସୁସ୍ଥ ହୋଇ ପ୍ରଥମେ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର ହୋଇ ଚିକିତ୍ସିତ ହେଉଥିଲେ।

Advertisment

ଦୀର୍ଘ ଦୁଇ ବର୍ଷର ଚିକିତ୍ସା ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଆଜି ଭୁବନେଶ୍ୱର ଫେରିଛନ୍ତି। ଏହି ଅବସରରେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ତାଙ୍କୁ ତାଙ୍କ ଶୁଭେଚ୍ଛୁ ଓ ସମର୍ଥକମାନେ ପୁଷ୍ପଗୁଚ୍ଛ ଦେଇ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।

Advertisment

BJP
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ