• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ(ED) ହାଜର ହେଲେ ପୂର୍ବତନ ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀ । ଅର୍ଥତତ୍ତ୍ୱ ଚିଟଫଣ୍ଡ୍ ଲିଙ୍କ୍‌ରେ ଇଡ଼ିରେ ହାଜର ହୋଇଛନ୍ତି ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ । ଆଜି ହାଜର ହେବା ପାଇଁ ED ପକ୍ଷରୁ ତାଙ୍କୁ ନୋଟିସ୍ ହୋଇଥିଲା ।