Prabhat Tripathy
Advertisment
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ(ED) ହାଜର ହେଲେ ପୂର୍ବତନ ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀ । ଅର୍ଥତତ୍ତ୍ୱ ଚିଟଫଣ୍ଡ୍ ଲିଙ୍କ୍ରେ ଇଡ଼ିରେ ହାଜର ହୋଇଛନ୍ତି ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ । ଆଜି ହାଜର ହେବା ପାଇଁ ED ପକ୍ଷରୁ ତାଙ୍କୁ ନୋଟିସ୍ ହୋଇଥିଲା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1654240850.jpg)