/odishatv-khabar/media/post_attachments/uploadimage/library/16_9/16_9_0/IMAGE_1697433606.jpg)
Former Pipili MLA Judhistir Samantaray passes away
ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ଯୁଧିଷ୍ଠିରଙ୍କ ପରଲୋକ ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି ।
Advertisment
୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ପିପିଲିର ବିଧାୟକ ଥିଲେ ଯୁଧିଷ୍ଠିର । ୧୯୮୪ ରୁ ୧୯୯୦ ପର୍ଯ୍ୟନ୍ତ ସେ ପିପିଲି ବ୍ଲକ୍ର ଚେୟାରମ୍ୟାନ ଥିଲେ ।
ପରଲୋକରେ ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟ । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା..#FormerPipiliMLA#JudhistirSamantaray#Odishapic.twitter.com/dJ21zggbay
— ଓଟିଭି (@otvkhabar) October 16, 2023
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)