Advertisment

ରାଜ୍ୟରେ ନିର୍ବାଚନ ପୂର୍ବରୁ ନିର୍ବାଚିତ ହେଲେ ୩୬ ହଜାର ୯୭୬ ପ୍ରାର୍ଥୀ

୩୨୬ ସମିତି ସଭ୍ୟ  ଓ ୩୬୫୨୩ ୱାର୍ଡ ମେମ୍ବର ମଧ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ସୂତ୍ରରୁ ସୂଚନା ମିଳିଛି ।

VOTE

VOTE

Advertisment

ରାଜ୍ୟରେ ଏଥର ନିର୍ବାଚନ ପୂର୍ବରୁ ନିର୍ବାଚିତ ହେଲେ ୩୬ ହଜାର ୯୭୬ ପ୍ରାର୍ଥୀ । ଗୋଟିଏ ଜିଲ୍ଲା ପରିଷଦ ଆସନରେ ଜଣେ ମାତ୍ର ପ୍ରାର୍ଥୀ ନାମାଙ୍କନ ଭରିଥିବାରୁ ତାଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ସେହିଭଳି ୧୨୬ ସରପଞ୍ଚ ବି ନିର୍ଦ୍ୱନ୍ଦ୍ୱର ନିର୍ବାଚିତ ହୋଇଥିବା ନିର୍ବାଚନ କମିଶନଙ୍କ ସୂତ୍ରରୁ ଜଣାପଡ଼ିଛି । ତେବେ ୩୨୬ ସମିତି ସଭ୍ୟ  ଓ ୩୬୫୨୩ ୱାର୍ଡ ମେମ୍ବର ମଧ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ସୂତ୍ରରୁ ସୂଚନା ମିଳିଛି ।

Advertisment
Panchayat Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ