Advertisment

jp nadda Visit to Odisha: ଆଜି ଓଡ଼ିଶା ଆସିବେ ଜେପି ନଡ୍ଡା

ରାତିରେ କୋଣାର୍କ ଇକୋ ରିସର୍ଟରେ ରହିବେ। ଆସନ୍ତାକାଲି ପୂର୍ବାହ୍ନ ପ୍ରାୟ ୧୦ଟାରେ ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦଘାଟନ କରିବେ ଜେପି ନଡ୍ଡା। କାଲି ଅପରାହ୍ନ ୨ଟାରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଯିବେ ଶ୍ରୀମନ୍ଦିର।

ଅଦ୍ୟତନ ହୋଇଛି
jp nadda

jp nadda

Advertisment

୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆଜି ରାତି ପ୍ରାୟ ୮ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସିଧାସଳଖ ପୁରୀ ଯାଇ ରାତ୍ରୀଯାପନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ।

Advertisment

ଅଧିକ ପଢ଼ନ୍ତୁ: କିଟ୍‌ କାଣ୍ଡ: ପୁଣି ୬ ଜଣଙ୍କୁ ନୋଟିସ୍‌, ୨୭ରେ ହାଜର ହେବାକୁ ନିର୍ଦ୍ଦେଶ

ରାତିରେ କୋଣାର୍କ ଇକୋ ରିସର୍ଟରେ ରହିବେ। ଆସନ୍ତାକାଲି ପୂର୍ବାହ୍ନ ପ୍ରାୟ ୧୦ଟାରେ ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦଘାଟନ କରିବେ ଜେପି ନଡ୍ଡା। କାଲି ଅପରାହ୍ନ ୨ଟାରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଯିବେ ଶ୍ରୀମନ୍ଦିର।

Advertisment

ସେଠାରୁ ଭୁବନେଶ୍ୱର ଫେରି ରାଜ୍ୟ ଅତିଥି ଭବନରେ ପ୍ରାୟ ଅଢେଇ ଘଣ୍ଟା ଧରି ରହିବେ ଏବଂ ସନ୍ଧ୍ୟା ୭ଟାରେ ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ: ପ୍ଲେସମେଣ୍ଟ ନାଁରେ କିଟ୍‌ରେ ଯୌନଶୋଷଣ, ପୂର୍ବତନ ଛାତ୍ରୀ ଆଣିଲେ ସଂଗୀନ ଅଭିଯୋଗ

Advertisment
BJP JP Nadda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ