/odishatv-khabar/media/post_attachments/uploadimage/library/16_9/16_9_0/IMAGE_1727261302.jpg)
Mohan Majhi
ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କଲେ। ମୋହନ ମାଝୀ କହିଛନ୍ତି, ନବୀନଙ୍କ ୨୪ ବର୍ଷର ଶାସନ ରାଜ୍ୟକୁ ବିକାଶ ବଦଳରେ ଧ୍ବଂସ କରିଦେଲା । ସଭା ମଞ୍ଚରେ ସିଏମଓ ଅଧିକାରୀ ନେତୃତ୍ବ ନେଇ ଭାଷଣ ଦେଲେ । ମନ୍ତ୍ରୀ, ବିଧାୟକ ମଞ୍ଚ ତଳେ ଛିଡ଼ା ହେଲେ । ଓଡ଼ିଆ ଅସ୍ମିତାକୁ ବିପଦରେ ପକାଇଦେଲେ । ଓଡ଼ିଆ ଯଦି କଷ୍ଟ ପାଇବ, ସରକାର ନିଶ୍ଚିତ ପରିବର୍ତ୍ତନ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଅଧିକ ପଢ଼ନ୍ତୁ: ବାଲେଶ୍ୱର ବନ୍ୟା ବିପନ୍ନଙ୍କ ପାଇଁ ସହାୟତା ଘୋଷଣା; ଜାଣନ୍ତୁ ମିଳିବ କେତେ ଟଙ୍କା...
ଏଥିସହ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପୂର୍ବ ସରକାର ମିଶନ ଶକ୍ତି ଋଣର ସୁଧ ଦେଉଥିଲେ କହୁଥିଲେ । କିନ୍ତୁ ଏହାର ୭ ପ୍ରତିଶତ କେନ୍ଦ୍ର ଓ ରାଜ୍ୟ ୪ ପ୍ରତିଶତ ସୁଧ ଦେଉଥିଲା । ନବୀନ ବାବୁ ପର ଛୁଆକୁ ମୋ ଛୁଆ କହିବା କଥା ଲୋକ ଜାଣି ପାରିଲେ । ଭୋଟ ପାଇଁ ହୀନ ଚକ୍ରାନ୍ତରେ ନିଜେ ଫସିଲେ ଓ ଲୋକ ଜବାବ ଦେଲେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ଏହା ଉପରେ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।
#ବର୍ଷିଲେ_ମୋହନ_ମାଝି
ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରି ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଭୋଟ ପାଇଁ ହୀନ ଚକ୍ରାନ୍ତ କରି ଫଶିଲେ ନବୀନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ।#NaveenPatnaik#BJD#BJP#CMMohanMajhipic.twitter.com/tyCXKpFhC9— ଓଟିଭି (@otvkhabar) September 25, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)