Advertisment

Bhaskar Rao: ବିଜେଡି ଛାଡିଲେ ଦଳର ଟାଣୁଆ ନେତା

ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓ ଏବଂ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା।

author-image
Chinmayee Sahoo
ଅଦ୍ୟତନ ହୋଇଛି
BJD

BJD

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓ। ସାମ୍ବାଦିକ ସମ୍ମିଳନୀରେ ଅସନ୍ତୋଷ ଝାଡ଼ି ଦେଲେ ଇସ୍ତଫା। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏହା ସହ ଏହା ସହ ଏକ ନୂଆ ଦଳ ଗଠନ କରିଛନ୍ତି। ବିଜୁ ସ୍ବାଭିମାନ ମଞ୍ଚ ଗଠନ କରିଛନ୍ତି ବୋଲି ସୂଚନା ଦେଇଛନ୍ତି।

Advertisment

ତାଙ୍କ ସହ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ଏବଂ ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା ମଧ୍ୟ ବିଜେଡି ଛାଡ଼ିଛନ୍ତି। ଇସ୍ତଫା ପୂର୍ବରୁ ହଜାର ସଂଖ୍ୟାରେ ବିଜେଡି ନେତା ଓ କର୍ମୀ ଭାସ୍କର ରାଓଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଥିଲେ।

BJD Former MP
Advertisment
Advertisment