Advertisment

ପୌର ଉପାଧ୍ୟକ୍ଷ ନିର୍ବାଚନ ନେଇ ନିର୍ବାଚନ କମିଶନଙ୍କ ସଚିବ ଦେଲେ ସୂଚନା

ନିୟମ ଅନୁସାରେ ଦଳୀୟ କାଉନସିଲର ଏଜେଣ୍ଟଙ୍କୁ ଦେଖାଇ ଭୋଟ ଦେବେ । କାହାକୁ ଭୋଟ ଦେଲେ ସଂପୃକ୍ତ ଦଳ ପକ୍ଷରୁ ନିଯୁକ୍ତ ଏଜେଣ୍ଟଙ୍କୁ ଦେଖାଇବେ ।

vote

Vote

Advertisment

ଆସନ୍ତାକାଲି ହେବାକୁ ଥିବା ପୌର ଉପାଧ୍ୟକ୍ଷ ନିର୍ବାଚନ ନେଇ ସୂଚନା । ନିର୍ବାଚନ ବିଧି ସଂପର୍କରେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ଦେଲେ ସୂଚନା । ନିୟମ ଅନୁସାରେ ଦଳୀୟ କାଉନସିଲର ଏଜେଣ୍ଟଙ୍କୁ ଦେଖାଇ ଭୋଟ ଦେବେ । କାହାକୁ ଭୋଟ ଦେଲେ ସଂପୃକ୍ତ ଦଳ ପକ୍ଷରୁ ନିଯୁକ୍ତ ଏଜେଣ୍ଟଙ୍କୁ ଦେଖାଇବେ ।

Advertisment

ଉପାଧ୍ୟକ୍ଷ ପାଇଁ ୨ରୁ ଅଧିକ ପ୍ରାର୍ଥୀ ଥିଲେ ଏକାଧିକ ଥର ନିର୍ବାଚନ ହେବ । ୩ ଜଣ ଥିଲେ, ଭୋଟ ହୋଇ ସର୍ବଶେଷ ପ୍ରାର୍ଥୀଙ୍କୁ ବାଦ୍ ଦିଆଯିବ ବୋଲିସ କୁହାଯାଇଛି । ଅଧିକ ଭୋଟ ପାଇଥିବା ୨ ପ୍ରାର୍ଥୀଙ୍କ ମଧ୍ୟରେ ଚୂଡ଼ାନ୍ତ ମୁକାବିଲା ହେବ । ଯଦି ଉଭୟ ପ୍ରାର୍ଥୀଙ୍କ ଭୋଟ୍ ସମାନ ହୁଏ, ଲଟେରୀ ଜରିଆରେ ଫଇସଲା ହେବ ବୋଲି କହିଛନ୍ତି ସଚିବ ।

ULB Polls
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ