ପୌର ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି, ୨ରୁ ନାମାଙ୍କନ ପତ୍ର ଦାଖଲ

ପୌର ନିର୍ବାଚନ ପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି। ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ୭ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। 

Odisha Municipal Election

ପୌର ନିର୍ବାଚନ ପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି। ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ୭ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ୯ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ଅନୁଷ୍ଠିତ ହେବ ଏବଂ ୨୬ ତାରିଖରେ ଫଳାଫଳ ପ୍ରକାଶ ପାଇବ।

ଜାଣନ୍ତୁ, ପୌର ନିର୍ବାଚନ ସମ୍ପର୍କିତ କିଛି ତଥ୍ୟ...