/odishatv-khabar/media/post_attachments/uploadimage/library/16_9/16_9_0/_______1678521095.jpg)
Odia Actress Zeena And Her Husband Joins BJP
ବିଜେପିରେ ମିଶିଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ। ଜିନାଙ୍କ ସ୍ୱାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ମଧ୍ୟ ପଦ୍ମ ଧରିଛନ୍ତି। ସାସଂଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜିନା ଓ ରୁଦ୍ରଙ୍କ ସମେତ ୮୦ରୁ ଅଧିକ ଲୋକ ବିଜେପିରେ ସାମିଲ ହୋଇଛନ୍ତି ।
Advertisment
ସାଂସଦ ପ୍ରତାପ ଷଡ଼ଙ୍ଗୀ ସମସ୍ତଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଥିଲେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)