Advertisment

ବିଜେପିରେ ମିଶିଲେ ଓଡ଼ିଆ ଅଭିନେତ୍ରୀ ଜିନା

ବିଜେପିରେ ମିଶିଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ ଓ ତାଙ୍କ ସ୍ୱାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ। ସାଂସଦ ପ୍ରତାପ ଷଡ଼ଙ୍ଗୀ ଉଭୟଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଥିଲେ ।

ଅଦ୍ୟତନ ହୋଇଛି
Odia Actress Zeena And Her Husband Joins BJP

Odia Actress Zeena And Her Husband Joins BJP

Advertisment

ବିଜେପିରେ ମିଶିଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ। ଜିନାଙ୍କ ସ୍ୱାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ମଧ୍ୟ ପଦ୍ମ ଧରିଛନ୍ତି। ସାସଂଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜିନା ଓ ରୁଦ୍ରଙ୍କ ସମେତ ୮୦ରୁ ଅଧିକ ଲୋକ ବିଜେପିରେ ସାମିଲ ହୋଇଛନ୍ତି ।

Advertisment

ସାଂସଦ ପ୍ରତାପ ଷଡ଼ଙ୍ଗୀ ସମସ୍ତଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ