/odishatv-khabar/media/post_attachments/uploadimage/library/16_9/16_9_0/IMAGE_1688398539.jpg)
Odisha CM Naveen Patnaik
ନବୀନ ନିବାସରେ ବସିଛି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ତୃଣମଳ ସ୍ତରରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା ହୋଇଛି। ଦଳର ସୁପ୍ରିମୋ କର୍ମୀମାନଙ୍କୁ ଦିଆଯାଇଥିବା ଟାକ୍ସର ସମୀକ୍ଷା କରିଛନ୍ତି । ଏଥିସହ ବାକିଥିବା ସାଂଗଠନିକ କାମ ସାରିବାକୁ ସୁପ୍ରିମୋ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସୂଚନା ମିଳିଛି । ବୈଠକରେ ବିଜେଡି ସାଙ୍ଗଠନିକ ସମ୍ପାଦକଙ୍କ ସହ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ ବୋଲି ଜଣାପଡ଼ିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)